ଆଗାମୀ ୩ ଦିନ ପାଇଁ ଜାରି ହେଲା ହିଟ୍‌ ୱେଭ୍‌ ୱାର୍ଣ୍ଣି। ଦିନ ଓ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର  ।  କାଲି କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରହିପାରେ । ଦିନ ସମେତ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି । ୨ ତାରିଖ ବେଳକୁ ବର୍ଷା ନେଇ ହୋଇଛି ପୂର୍ବାନୁମାନ କରାଯାଇଛି ।

ସେହିପରି ୨୯ ତାରିଖରେ ଝାରସୁଗୁଡ଼ା, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ଲହରୀ ଜାରି ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *