ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପଶ୍ଚିମ ଓ ଉତ୍ତର ଓଡ଼ିଶା ପାଇଁ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ବିଶେଷ ସତର୍କସୂଚନା ଜାରି କରାଯାଇଛି। ଏହା ସହିତ କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ଘଣ୍ଟାପ୍ରତି ୩୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୱାର୍ଣ୍ଣିଂ ଜାରି ହୋଇଛି। Post navigation CNG Price Hiked in Bhubaneswar; Commercial LPG Rates Also Rise