୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା। କାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଠିଂ ଜାରି କରିଛି ପାଣିପାଗ କେନ୍ଦ୍ର। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି।

Leave a Reply

Your email address will not be published. Required fields are marked *