ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। କଟକ, ଖୋର୍ଦ୍ଧା ସମେତ ୧୪ ଜିଲ୍ଲାରେ ପ୍ରବଳ ବର୍ଷା।

Leave a Reply

Your email address will not be published. Required fields are marked *