ମଙ୍ଗୁଳି ଷ୍ଟେସନ ନିକଟ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ପରେ ଜାରି ହେଲା ହେଲ୍ପଲାଇନ୍ ନମ୍ବର ।  ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ଜାରି ହୋଇଛି ।

ଜାରି ହୋଇଥିବା ହେଲ୍ପଲାଇନ୍ ନମ୍ବର ହେଲା:-

-କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮

-କଟକ ପାଇଁ ମୋବାଇଲ୍ ନଂ- ୭୨୦୫୧୪୯୫୯୧

-ଭୁବନେଶ୍ବର ୧ନଂ ପ୍ଲାଟଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା

-ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି

-ଖୋର୍ଦ୍ଧା ରୋଡ୍ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫

-ଭଦ୍ରକ ପାଇଁ ହେଲ୍ପ ଲାଇନ୍ ନଂ- ୯୪୩୭୪୪୩୪୬୯

ଅନ୍ୟପଟେ ଘଟଣାସ୍ଥଳରେ ଉପରିସ୍ଥ ଅଧିକାରୀ ମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଉପରେ ନଜର ରଖିଛନ୍ତି। ଟ୍ରେନ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ଆମ୍ବୁଲାନ୍ସ ଜରିଆରେ ହସ୍ପିଟାଲ ନିଆଯାଉଛି।ଏବଂ ଚୌଦ୍ବାର ନିର୍ଗୁଣ୍ଡିରେ ଫସିଥିବା ଯାତ୍ରୀଙ୍କୁ କଟକ ଅଣାଯାଉଛି । କଟକ ଫେରାଇ ଆଣିବା ପରେ ବିକଳ୍ପ ବ୍ୟବସ୍ଥା ଯୋଜନା ଯିବ ବୋଲି ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *