ସିସୋର ଚିଟ୍‌ଫଣ୍ଡ କେଳେଙ୍କାରୀ ମାମଲାରେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ହାଇକୋର୍ଟରୁ ନିରାଶ । ତାଙ୍କ ବିରୋଧରେ ସିବିଆଇ ଦାୟର କରିଥିବା ମାମଲାକୁ ଖାରଜ କରିବା ପାଇଁ ପ୍ରଭାତ ବିଶ୍ୱାଳ ହାଇକୋର୍ଟରେ ଯେଉଁ ଆବେଦନ କରିଥିଲେ ତାହା ଖାରଜ ହୋଇଛି । ୬ ମାସରେ ମାମଲାର ଅନ୍ତ ଘଟାଇବାକୁ ସିବିଆଇ କୋର୍ଟକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

Leave a Reply

Your email address will not be published. Required fields are marked *

loader