ଗତ ୨୦୨୪ ମସିହା ଫେବ୍ରୁଆରି ମାସରେ ସେ ଦୁଇମାସର ଗର୍ଭବତୀ ଥିବା ଜଣାଇବା ପରେ ବାୟାଁ ଚତୁରତାର ସହ ତାଙ୍କ ଗର୍ଭ ନଷ୍ଟ କରିଥିଲେ । ଆଉ ଦୂରେଇ ରହିବାକୁ କହିଥିଲେ । ଉଭୟଙ୍କ ଭିତରେ ଥିବା ସମ୍ପର୍କ ଓ ଘଟଣା ବି‌ଷୟରେ କାହାକୁ କହିଲେ ଜୀବନରୁ ମାରିଦେବେ ବୋଲି ଧମକ ଦେଇଥିଲେ । ଯାହାକୁ ନେଇ ଆଜି ଯୁବତୀ ଜଣଙ୍କ ବାୟାଁଙ୍କ ବିରୋଧରେ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରିଥିଲେ ।