ହୀରାକୁଦ ଡ୍ୟାମ୍ର ୨ଟି ଗେଟ୍ ଖୋଲା। ପ୍ରବଳ ବର୍ଷା ଯୋଗୁଁ ମହାନଦୀକୁ ପ୍ରଚୁର ପରିମାଣରେ ବନ୍ୟା ଜଳ ପ୍ରବେଶ କରୁଛି । ଯାହାଫଳରେ ହୀରାକୁଦରେ ଜଳସ୍ତର ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ୍ର ଦକ୍ଷିଣ ପାର୍ଶ୍ୱର ୧ଟି ଓ ବାମ ପାର୍ଶ୍ୱର ୧ଟି ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି । ଜଳଭଣ୍ଡାରରେ ୬୨୦ ଫୁଟକୁ ଛୁଇଁଛି ଜଳସ୍ତର। ସେକେଣ୍ଡରେ ୨ ଲକ୍ଷ ୮୪ ହଜାର ୫୩୬ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ପ୍ରତି ସେକେଣ୍ଡରେ ୬୫ ହଜାର ୨୫୬ କ୍ୟୁସେକ ଜଳ ନିଷ୍କାସିତ ହେଉଛି। Post navigation Flood Situation Grim In North Odisha As Rivers Flow Above Danger Mark Ajinkya Rahane announces retirement from International Cricket