ଉପର ମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍ କର୍ତ୍ତୃପକ୍ଷ ଆଉ ୪ଟି ଗେଟ୍ ଖୋଲିଛନ୍ତି। ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଅନ୍ୟପଟେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁଣି ଫୁଲୁଛି ବୈତରଣୀ । ଏହା ଫଳରେ ଆଖୁଆପଦା ନିକଟରେ ଜଳସ୍ତର ବଢ଼ିବାରେ ଲାଗିଛି। Post navigation Har Ghar Tiranga Campaign: ଆଜିଠାରୁ ଆରମ୍ଭ ଘରେ ଘରେ ତ୍ରିରଙ୍ଗା