ହୀରାକୁଦର ୧୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି । ଆଜି ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ପ୍ରଥମ ଦିନରେ ଦୁଇଟି ପର୍ଯ୍ୟାୟରେ ମୋଟ ୧୦ଟି ଗେଟ୍ ଖୋଲାଯାଇଛି । ପ୍ରଥମ ପର୍ଯ୍ୟାୟରେ ୪ଟି ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୬ଟି ଗେଟ୍ ଖୋଲାଯାଇଛି । Post navigation Panchayat Election 2027: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍ Sofia Firdous Target PCC president Bhakta Das: ପିସିସି ସଭାପତି ଯେଉଁଭଳି ଦାୟିତ୍ୱ ନେଇ କାମ କରିବା କଥା ଭକ୍ତ ଦାସ କରୁନାହାନ୍ତି: ସୋଫିଆ ଫିର୍ଦ୍ଦୋସ୍