ପୂରଣ ହେବାକୁ ଯାଉଛି ଦୀର୍ଘଦିନର ଦାବି। ହୀରାକୁଦ ନଦୀବନ୍ଧ ଯୋଜନାରେ ଜମି, ଘର ଓ ଭିଟାମାଟି ହରାଇଥିବା ପରିବାର ଦୀର୍ଘ ୭୦ ବର୍ଷ ପରେ ନ୍ୟାୟ ପାଇବେ। ବିସ୍ଥାପିତଙ୍କୁ ମିଳିବ ଜମି ପଟ୍ଟା । ବିସ୍ଥାପିତଙ୍କୁ ୧୦ ଡିସିମିଲ ଲେଖାଏଁ ଜମି ଦିଆଯିବ କହିଛନ୍ତି ରାଜସ୍ୱ ମନ୍ତ୍ରୀ । ଡିସେମ୍ବର ୩୧ ସୁଦ୍ଧା ଜମି ଦେବାକୁ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ଏବେ ସୁଦ୍ଧା ୪୪୦୦ କ୍ଷତିଗ୍ରସ୍ତ ପରିବାରକୁ ପଟ୍ଟା ଦିଆଯାଇଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *