hirakud-gate-to-re-open-tomorrow
ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ ।
 
ଏନେଇ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଜଳଭଣ୍ଡାର ଫୁଲୁଥିବା ସୂଚନା ମିଳିଛି ।

By Nirvay

Leave a Reply

Your email address will not be published. Required fields are marked *