ବିଜେଡି ସରକାର ସମୟରେ ଗ୍ରାମାଞ୍ଚଳର ଆଲୋକୀକରଣ ପାଇଁ ଆରମ୍ଭ ହୋଇଥିବା ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମ ଅଧୀନରେ ଗାଁ ଗାଁରେ ଏଲ୍ଇଡି ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ନାଁରେ କୋଟି କୋଟି ଟଙ୍କାର ଦୁର୍ନୀତି ଓ ସରକାରୀ ଅର୍ଥ ହଡ଼ପ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଅଭିଯୋଗର ତଦନ୍ତ ପାଇଁ କେନ୍ଦୁଝର, ନୟାଗଡ଼ ଓ ଯାଜପୁର ଜିଲ୍ଲାର ୫୦ ସ୍ଥାନରେ ଏକାସାଙ୍ଗରେ ବଡ଼ ରେଡ୍ କରିଛି ଭିଜିଲାନ୍ସ। Post navigation Fire Safety Inspections in Educational Institutions: ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ଓ କୋଚିଂ ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ ନିର୍ଦ୍ଦେଶ