IAS Nikunja Dhal relieved from his duties

ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସ୍ୱତନ୍ତ୍ର ଦାୟିତ୍ୱରେ ଯୋଗ ଦେବା ପାଇଁ ବରିଷ୍ଠ ଆଇଏଏସ୍ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ ହଠାତ୍ ରାଜ୍ୟ ସରକାର ଦାୟିତ୍ୱ ମୁକ୍ତ କରିଛନ୍ତି ।

୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ନିକୁଞ୍ଜ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାମ କରୁଛନ୍ତି ।

ପୂର୍ବରୁ କେନ୍ଦ୍ରରେ ତାଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ଭାବେ ନିଯୁକ୍ତି ମିଳିଛି । ତେବେ ସଂସଦୀୟ ବ୍ୟାପାର ସଚିବ ଥିବା ଉମଙ୍ଗ ନରୁଲା ଆସନ୍ତା ଜୁନ ୩୦ରେ ଅବସର ଗ୍ରହଣ କରିବେ ।

By Nirvay

Leave a Reply

Your email address will not be published. Required fields are marked *