ଚଳିତବର୍ଷ ଯଦି ରାଜ୍ୟରେ ବିଜେଡି ସରକାର ଆସିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେବେନି। କ୍ଷମତା ଯାହାର ଚାଲିଯିବ ପାଣ୍ଡିଆନ ହିଁ ହେବେ ମୁଖ୍ୟମନ୍ତ୍ରୀ । ପାଣ୍ଡିଆନଙ୍କୁ ପାଣ୍ଡୁଜୀ ବୋଲି ସମ୍ବୋଧନ କରି ଓଡ଼ିଶାବାସୀଙ୍କୁ ସାବଧାନ ରହିବାକୁ ଆହ୍ୱାନ କରିଛନ୍ତି ଭୁବନେଶ୍ୱର ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ପାଣ୍ଡୁଜୀ ମୁଁ କହୁନି, ଲୋକ ମାନେ କହୁଛନ୍ତି ।ଏହା ବିଜୁ ଜନତା ଦଳ ନୁହେଁ, ପାଣ୍ଡୁ ଜନତା ଦଳ ବୋଲି କହିଛନ୍ତି ଅପରାଜିତା ଷଡ଼ଙ୍ଗୀ। ଓଡ଼ିଶାବାସୀ ଏବେ ସୁସ୍ଥ, ଯୁବ ଓ ଅସ୍ମିତା ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି ବୋଲି କହିଛନ୍ତି ଅପରାଜିତା।

Leave a Reply

Your email address will not be published. Required fields are marked *