୧୯୯୦ ବ୍ୟାଚର ଭାରତୀୟ ବନ ସେବା (ଆଇଏଫଏସ) ଅଧିକାରୀ ସୁରେଶ ପନ୍ତ ଓଡ଼ିଶାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ) ଭାବେ ନିଯୁକ୍ତ ହୋଇଛନ୍ତି । ଏନେଇ ଶନିବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସେ ୧୯୮୮ ବ୍ୟାଚର ଆଇଏଫଏସ ଅଧିକାରୀ ଦେବୀଦତ୍ତ ବିଶ୍ୱାଳଙ୍କ ସ୍ଥାନ ନେଇଛନ୍ତି । ବର୍ତ୍ତମାନ ସୁରେଶ ପନ୍ତ ଓଡ଼ିଶା ବନ ଉନ୍ନୟନ ନିଗମ (ଓଏଫ୍ଡିସି)ର ପରିଚାଳନା ନିର୍ଦ୍ଦେଶକ (ଏମ୍ଡି) ଭାବରେ କାର୍ଯ୍ୟରତ ଅଛନ୍ତି । Post navigation ମାଟ୍ରିକ ପରୀକ୍ଷା ବିଜ୍ଞାନ ପ୍ରଶ୍ନପତ୍ରରେ ତୃଟି ଉଦଳାରେ ୩୭୫ କୋଟିର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ