ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା । ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୋଇଉଠିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି । ପ୍ରବଳ ବାର୍ଷା ଯୋଗୁଁ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ପାଣି ଜମି ଥିବାର ଦେଖିବାକୁ ମିଳିଛି। ଅନ୍ୟପଟେ ଘଡ଼ଘଡ଼ି ଓ ପ୍ରବଳ ବର୍ଷା ନେଇ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିଥିବା ବେଳେ ଅନ୍ୟ ୨୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିବା ସହ ଆଗାମୀ ୪ ଦିନ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। Post navigation Today Anasara Niti: ଶ୍ରୀମନ୍ଦିରରେ ଆଜିଠୁ ମହାପ୍ରଭୁଙ୍କ ଅଣସର ନୀତି General Dhiraj Seth takes charge as New Chief of Army Staff