ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ଓ ୧୯ ତାରିଖ ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
 
୧୮ ତାରିଖରେ ମାଲକାନଗିରି, କୋରାପୁଟ ଜିଲ୍ଲା ଏବଂ ୧୯ ରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ୧୮ ରୁ ୨୦ ତାରିଖ ଯାଏଁ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

By Nirvay

Leave a Reply

Your email address will not be published. Required fields are marked *