imd-predicts-kalabaisakhi-rains till may 1
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରେ ମିଳିବାକୁ ଯାଉଛି ଆଶ୍ୱସ୍ତି । ଆସନ୍ତା କାଲିଠାରୁ ମେ ୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
 
କାଲି ମୟୁରଭଞ୍ଜ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ମାଲକାନଗିରି, କୋରାପୁଟ, ଗଞ୍ଜାମ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
 
ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଅଛି ।

By Nirvay

Leave a Reply

Your email address will not be published. Required fields are marked *