ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ଉନ୍ନୟନ କମିଶନର, ଅର୍ଥ ସଚିବଙ୍କ ସହ ଅନ୍ୟ ବିଭାଗୀୟ ସଚିବ ମଧ୍ୟ ଉପସ୍ଥିତ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ।

Leave a Reply

Your email address will not be published. Required fields are marked *