india-bans-all-import-export-from-pakistan
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନକୁ ଗୋଟେ ପରେ ଗୋଟେ ଝଟକା ଦେଉଛି ଭାରତ ।
 
ଭାରତ ପକ୍ଷରୁ ପାକିସ୍ତାନରୁ ସମସ୍ତ ପ୍ରକାରର ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ ସରକାର । ଏନେଇ ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।
 
ଜାତୀୟ ସୁରକ୍ଷା ଓ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଭାରତ ଏଭଳି ପଦକ୍ଷେପ ନେଇଛି ବୋଲି ବୋଲି ବାଣିଜ୍ୟ ମନ୍ତ୍ରାଳୟ ସ୍ପଷ୍ଟ କରିଛି । ପୂର୍ବରୁ ଭାରତ ପାକିସ୍ତାନରୁ ଯିବା ଆସିବା ଉପରେ ସମ୍ପୂର୍ଣ୍ଣ ନିଷେଧ ଘୋଷଣା କରିଛି । 

By Nirvay

Leave a Reply

Your email address will not be published. Required fields are marked *