ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଭାରତ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଭବିଷ୍ୟତରେ ଯଦି ପାକିସ୍ତାନ ପାଳୁଥିବା ଆତଙ୍କୀଙ୍କ ତରଫରୁ କୌଣସି ଆକ୍ରମଣ ହୁଏ ତା’ହେଲେ ଭାରତ ଏହାକୁ ପାକିସ୍ତାନ ସରକାର ଏବଂ ସେନା ପକ୍ଷରୁ ଆକ୍ଟ ଅଫ୍ ୱାର ଅର୍ଥାତ ଯୁଦ୍ଧ ବୋଲି ମାନିବ । ସୂଚନା ଥାଉ ଯେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଏହି ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେଇଛି । ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏବଂ ଏନଏସଏ ଅଜିତ୍ ଡୋଭାଲ୍ ଏହି ବୈଠକରେ ଉପସ୍ଥିତ ଥିଲେ । Post navigation ଅପରେସନ ସିନ୍ଦୂରରେ ୫ ମୋଷ୍ଟ ୱାଣ୍ଟେଡ ଆତଙ୍କୀ ନିହତ ଅସ୍ତ୍ରବିରତି ପାଇଁ ରାଜି ହେଲେ ଭାରତ ଓ ପାକିସ୍ତାନ