India, UK signed Free Trade Agreement
ଭାରତ ଏବଂ ବ୍ରିଟେନ ମଧ୍ୟରେ ବହୁ ପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷରିତ ହୋଇଛି ।
 
ଏହି ଚୁକ୍ତି ଉଭୟ ଦେଶର ଅର୍ଥନୀତିରେ ବାଣିଜ୍ୟ, ନିବେଶ, ଅଭିବୃଦ୍ଧି ଏବଂ ରୋଜଗାରକୁ ଉତ୍ସାହିତ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ପ୍ଲାଟଫର୍ମ x ରେ ଏକ ପୋଷ୍ଟରେ କହିଛନ୍ତି ।
 
ଏହି ମୁକ୍ତ ବାଣିଜ୍ୟ ଚୁକ୍ତି ଦୁଇ ଦେଶ ମଧ୍ୟରେ ଶୁଳ୍କ ବାଧା ହ୍ରାସ କରି ବାଣିଜ୍ୟକୁ ଆହୁରି ସରଳ ଓ ସୁଗମ କରିବ ।
 
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ବ୍ରିଟେନ ପ୍ରଧାନମନ୍ତ୍ରୀ କେର ଷ୍ଟାରମରଙ୍କ ସହ ଆଲୋଚନା ପରେ ଏହା ଘୋଷଣା କରିଛନ୍ତି ।
 

By Nirvay

Leave a Reply

Your email address will not be published. Required fields are marked *