ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୧୬’ର ବିଜୟିନୀ ହୋଇ ଜାତୀୟ ମଞ୍ଚରେ କମାଲ୍ କଲେ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ । ସେହିପରି ଜବଲପୁରର ତନିଷ୍କ ଶୁକ୍ଳା ପ୍ରଥମ ରନର୍ସ-ଅପ୍ ହୋଇଥିବା ବେଳେ ମନରାଜ ବୀର ସିଂହ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଜ୍ୟୋତିର୍ମୟୀ ନାୟକଙ୍କୁ ‘ଇଣ୍ଡିଆନ୍ ଆଇଡଲ୍ ୧୬’ ର ଚାମ୍ପିଅନ୍ ଟ୍ରଫି ସହ ୨୦ ଲକ୍ଷ ଟଙ୍କାର ନଗଦ ଅର୍ଥରାଶି ପ୍ରଦାନ କରାଯାଇଛି।

Leave a Reply

Your email address will not be published. Required fields are marked *