ପ୍ରତିହାରୀ ସେବକଙ୍କୁ ଶ୍ରୀମନ୍ଦିର ପ୍ରଶାସନର ନୋଟିସ୍ । ଶ୍ରୀମନ୍ଦିର ଦ୍ବାରଫିଟା ବେଳେ ବିଳମ୍ବରେ ପହଞ୍ଚିବାରୁ ନୀତି ବିଳମ୍ବ ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଥିବା ସୂଚନା । ନୀତି ବିଶୃଙ୍ଖଳା ଅଭିଯୋଗରେ ନୋଟିସ୍ ଜାରି ।

ଅନ୍ୟପଟେ ଦ୍ବାରଫିଟା ନୀତି ବିଳମ୍ବ ହେବାରୁ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଅପେକ୍ଷା କରିବାକୁ ପଡିଛି ।

Leave a Reply

Your email address will not be published. Required fields are marked *