ୱାଏନାଡ଼ ଭୂସ୍ଖଳନରେ ଫସି ରହିଥିଲେ ଝାରସୁଗୁଡ଼ାର ଡାକ୍ତର ସ୍ୱୀକୃତି ମହାପାତ୍ର। ସୁସ୍ଥ ହେବା ପରେ ଭଉଣୀଙ୍କ ସହ ଝାରସୁଗୁଡ଼ା ଫେରିଛନ୍ତି। କେରଳ ୱାୟନାଡ଼ ଭୂସ୍ଖଳନରେ ସ୍ୱୀକୃତିଙ୍କ ସହ ୪ ଓଡ଼ିଆ ଫସିଥିଲେ। ଡା. ବିଷ୍ଣୁ ଚିନାରାଙ୍କ ମୃତ୍ୟୁ ହୋଇଥିଲା ବେଳେ ତାଙ୍କ ସ୍ତ୍ରୀ ଆହତ ହୋଇଥିଲେ। ସ୍ୱୀକୃତି ମଧ୍ୟ ଗୁରୁତର ହୋଇ କେରଳରେ ଚିକିତ୍ସାଧୀନ ଥିଲେ। ଅନ୍ୟତମ ନିଖୋଜ ଡାକ୍ତର ସ୍ବାଧୀନ ପଣ୍ଡାଙ୍କର ଏଯାଏଁ କିଛି ସୁରାକ ମିଳିନି। Post navigation ଏଥର ଦୁଇ ଦିନ ମିଳିବ ନୂଆଁଖାଇ ଛୁଟି ମୋହନଙ୍କ କ୍ୟାବିନେଟରେ ସାମିଲ ହୋଇପାରନ୍ତି ନୂଆ ମନ୍ତ୍ରୀ