ସ୍କୁଲ୍ର ବକେୟା ବିଦ୍ୟୁତ୍ ବିଲ୍ ପୈଠ ପାଇଁ କଡ଼ା ନିର୍ଦ୍ଦେଶ । ଓଡ଼ିଶାର ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ (BEOs)ଙ୍କୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଶିକ୍ଷାନୁଷ୍ଠାନ ଏବଂ କାର୍ଯ୍ୟାଳୟଗୁଡ଼ିକର ବକେୟା ବିଦ୍ୟୁତ୍ ଦେୟ ତୁରନ୍ତ ପରିଶୋଧ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସାତ ଦିନ ମଧ୍ୟରେ ବକେୟା ବିଦ୍ୟୁତ୍ ବିଲ୍ ପୈଠ ନ କଲେ ସଂପୃକ୍ତ ଖିଲାପକାରୀ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସ୍ପଷ୍ଟ ଚେତାବନୀ ଦିଆଯାଇଛି। ୭ Post navigation PG Entrance Exam-2026 Results Declared in Odisha Textbook Error Row: ୱେବସାଇଟରେ ଉପଲବ୍ଧ ହେଲା ପ୍ରଥମରୁ ଚତୁର୍ଥ ଶ୍ରେଣୀ ପାଠ୍ୟପୁସ୍ତକ; ତ୍ରୁଟି ସଂଶୋଧନ ପାଇଁ ମତାମତ ଲୋଡ଼ିଲେ ରାଜ୍ୟ ସରକାର