ବରିଷ୍ଠ ଆଇପିଏସ୍ ଅଫିସର ଡି. ଏସ. କୁଟ୍ଟେଙ୍କୁ ଓଏସ୍ଡି ଭାବେ ନିଯୁକ୍ତି । ରାଜ୍ୟ ଗୃହ ବିଭାଗ ଓଏସ୍ଡି ଭାବେ ନିଯୁକ୍ତି ଦେଲେ ସରକାର । ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ସରକାର । ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା । ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ବେଳେ ନିଲମ୍ବିତ ହୋଇଥିଲେ । ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ନିଲମ୍ବିତ ହୋଇଥିଲେ । Post navigation ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଚିଠି ରତ୍ନଭଣ୍ଡାର ପ୍ରସଙ୍ଗ: ଘନେଇଲା ଚାବି ବିବାଦ