ଆସନ୍ତା ୧୭ରୁ ବଢ଼ିବ ବର୍ଷା। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସୂଚନା। ୧୮ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା। ମୌସୁମୀ ବର୍ତ୍ତମାନ କୋରାପୁଟରେ ସକ୍ରିୟ ରହିଥିବାବେଳେ ଆଗାମୀ ୩ରୁ ୪ ଦିନ ଭିତରେ ଆଗକୁ ଅଗ୍ରସର ହେବ। ଆଜି ଉପକୂଳରେ ପ୍ରାକ୍ ମୌସୁମୀ ବର୍ଷା ରହିଛି।

କିନ୍ତୁ ଉପକୂଳରେ ଗୁଳୁଗୁଳି ଲାଗି ରହିବ। ଆଗାମୀ ୫ ଦିନ ଯାଏଁ କାଳବୈଶାଖୀ ବର୍ଷା ବିଭିନ୍ନ ସ୍ଥାନରେ ରହିବ। ଏହା ସହ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶା ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ହିଟ୍ ୱେଭ ରହିବ।

Leave a Reply

Your email address will not be published. Required fields are marked *