ITR Filing Deadline Extended to Sep 15
କରଦାତାଙ୍କ ପାଇଁ ବଡ଼ ଆଶ୍ୱସ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ବଢ଼ିଛି ଆୟକର ଦାଖଲ କରିବା ତାରିଖ ।
 
ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ (CDBT) ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଆୟକର ରିଟର୍ଣ୍ଣ (ଆଇଟିଆର) ଦାଖଲ କରିବାର ଶେଷ ତାରିଖକୁ ୩୧ ଜୁଲାଇରୁ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ITR ଫର୍ମର ବିଜ୍ଞପ୍ତି ଜାରି କରିବାରେ ବିଳମ୍ବ ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି ।
 
ଚଳିତ ବର୍ଷ ITR ଫର୍ମରେ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ଅପଡେଟ୍ ଏବଂ ଫାଇଲିଂ ସିଷ୍ଟମରେ ଆବଶ୍ୟକୀୟ ସଂଶୋଧନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।

By Nirvay

Leave a Reply

Your email address will not be published. Required fields are marked *