ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏ ନେଇ ସୂଚନା ଦେଇଛନ୍ତି। ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ସେଠାରୁ ସିଧାସଳଖ ପାର୍ଟି ଅଫିସରେ ପହଞ୍ଚିବେ। ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି। ଦଳୀୟ ସଦସ୍ୟତା ଅଭିଯାନ ନେଇ ମଧ୍ୟ ପରାମର୍ଶ ଦେବେ। ଏଥିସହ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ।

Leave a Reply

Your email address will not be published. Required fields are marked *