କାଲି ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *