ପାକିସ୍ତାନର ରାଜଧାନୀ ଇସଲାମାବାଦରେ ସଂଘାଇ ସହଯୋଗ ସଂଗଠନ(ଏସସିଓ)ର ବୈଠକରେ ଭାଗ ନେବାପାଇଁ ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର। ଆସନ୍ତା ୧୫, ୧୬ରେ ହେବାକୁ ଥିବା ଏସସିଓ ସମ୍ମିଳନୀରେ ଭାଗ ନେବେ  ଏସ୍‌ ଜୟଶଙ୍କର । ଏନେଇ ସ୍ପଷ୍ଟ କଲେ ବୈଦେଶିକ ମନ୍ତ୍ରାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ । ଏହି ସମ୍ମିଳନୀରେ ଏଥିରେ ଜୟ ଶଙ୍କର ଭାରତ ପକ୍ଷରୁ ପ୍ରତିନିଧିତ୍ବ କରିବେ । ବୈଦେଶିକ ମନ୍ତ୍ରୀ ଭାବେ ଏସ୍ ଜୟଶଙ୍କର ପ୍ରଥମ ଥର ପାଇଁ ଇସଲାମାବାଦ ଗସ୍ତରେ ଯାଉଛନ୍ତି।

Leave a Reply

Your email address will not be published. Required fields are marked *