ନିର୍ଭୟ ମିଡ଼ିଆ : ଭୁବନେଶ୍ୱର
ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କର ଦେହାନ୍ତ ଘଟିଛି । ଦୀର୍ଘ ଦିନ ଧରି ଜଟିଳ ରୋଗରେ ପୀଡିତ ଥିଲେ ଜୟନାରାୟଣ । ଏମ୍ସରେ ଚିକିତ୍ସିତ ହେଉଥିଲା ବେଳେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ 74 ବର୍ଷ ବୟସ ହୋଇଥିଲା। ସେ ଜଳେଶ୍ୱରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ ଥିଲେ। ୨୦୧୯ରେ ଭାଜପାରେ ଯୋଗ ଦେଇଥିଲେ ।
ସେ ଭାଜପା ଟିକେଟରେ ଲଢ଼ିଥିଲେ । ୧୯୪୮ ମସିହାରେ ଜୟନାରାୟଣ ମହାନ୍ତି ଜନ୍ମଗ୍ରହଣ କରିଥିଲେ।

By Nirvay

Leave a Reply

Your email address will not be published. Required fields are marked *