ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ଅରୁଣ କୁମାର ପଣ୍ଡା ଆଉ ନାହାଁନ୍ତି। ତାଙ୍କ ନିଜ କଟକସ୍ଥିତ ବାସଭବନଠାରେ ୭୫ ବୟସର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସାମ୍ବାଦିକତା ବ୍ୟତୀତ ପଣ୍ଡା ଅନେକ ସାମାଜିକ-ସାଂସ୍କୃତିକ ଅନୁଷ୍ଠାନ ସହିତ ଜଡିତ ଥିଲେ ଏବଂ ଜଣେ ସାମାଜିକ କାର୍ଯ୍ୟକର୍ତ୍ତା ଭାବରେ ବହୁ ଯୋଗଦାନ ଦେଇଥିଲେ।

 

ତାଙ୍କ ମୃତ୍ୟୁରେ ଅନେକ ବରିଷ୍ଠ ସାମ୍ୱାଦିକଙ୍କ ସହ ରାଜନେତା ଶୋକ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆରେ ମଧ୍ୟ ବିଭିନ୍ନ ବ୍ୟକ୍ତିମାନେ ଏନେଇ ବାର୍ତ୍ତା ଦେବା ସହ ଦୁଃଖ ପ୍ରକାଶ କରିଥିବା ଦେଖିବାକୁ ମିଳିଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *