ଜଳୁଛି ଓଡିଶା: ସାଢ଼େ ୧୧ ସୁଦ୍ଧା ୪୦ ଟପିଛି ପାରଦ

ଭୁବନେଶ୍ୱର ; ଗତକାଲିର କାଳବୈଶାଖୀ ପରେ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଥିବା ବେଳେ। ପୁଣି ରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ଜାରି ରହିଛି । ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଆଜି ଦିନ ସାଢ଼େ ୧୧ଟାରେ ୪୦ ଡିଗ୍ରୀ ଟପି…

ଗୋଲ୍ଡି ବ୍ରାର ଜୀବିତ; ସୋସିଆଲ ମିଡ଼ିଆରେ ହତ୍ୟାର ଭୁଲ ଖବର ଭାଇରାଲ

ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲାଙ୍କ ହତ୍ୟା ଘଟଣାରେ କୁଖ୍ୟାତ କାନାଡାର ଗ୍ୟାଙ୍ଗଷ୍ଟର ତଥା ପ୍ରାଥମିକ ସନ୍ଦିଗ୍ଧ ଗୋଲ୍ଡି ବ୍ରାର ଜୀବନ୍ତ ଥିବା ଜଣାଯାଇଛି। ଆମେରିକା ପୋଲିସ ଏକ ଗୁଜବ ଓ ମିଥ୍ୟା ବୋଲି କହିଛି। ଏହାପୂର୍ବରୁ ଆମେରିକାର ନ୍ୟୁଜ୍ ଚ୍ୟାନେଲଗୁଡିକର ଏକ…

କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କଲେ ନବୀନ

କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଭରିଲେ ନବୀନ। ଆଜି ନିଜର ଦ୍ବିତୀୟ ଆସନ କଣ୍ଟାବାଞ୍ଜି ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯଥାସମୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ। ଏହି…

ବିଜେପିରେ ମିଶିଲେ ଦୁଲାଲ ପ୍ରଧାନ ଓ ରାସେଶ୍ଵରୀ ପାଣିଗ୍ରାହୀଙ୍କ ହଜାର ହଜାର ସମର୍ଥକ

ସମ୍ବଲପୁରରେ ଶକ୍ତି ଗୋଟାଉଛି ବିଜେପି । କଂଗ୍ରେସ ଛାଡ଼ିବା ପରେ ଗତକାଲି ପଦ୍ମ ଧରିଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି…

ଓଡ଼ିଶାରେ ୧୬ ଲୋକସଭା ଆସନ ଜିତିବ ବିଜେପି : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଏକ ଗଣମାଧ୍ୟମର ସାକ୍ଷାତକାରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଓଡ଼ିଶାରେ ବିଜେପି ସରକାରକୁ ଆସିବା ଏବଂ ବିଜେପି ଓଡ଼ିଶାରେ ୧୬ ଲୋକସଭା ଆସନ ଜିତିବ । ଏଥର ଓଡିଶାବାସୀଙ୍କ ଆଶୀର୍ବାଦ ବିଜେପି ଉପରେ ରହିଛି । ଗତଥର ଠାରୁ ଏଥର…

ଆଚରଣ ବିଧି ଉଲ୍ଲଙ୍ଘନ କରି ବିଦା ହେଲେ ୨ ସିଆରପି

ଆଦର୍ଶ ଆଚରଣ ବିଧି ଉଲ୍ଲଙ୍ଘନ କରି ଚାକିରିରୁ ବିଦା ହେଲେ ୨ ସିଆରପି। କେନ୍ଦ୍ରାପଡାର ଏହି ୨ ସିଆରପି ହେଉଛନ୍ତି ପୁଷ୍ପାଞ୍ଜଳି ମହାନ୍ତି ଓ ନର୍ମଦା ବସନ୍ତିଆ। ସେମାନଙ୍କ ମଧ୍ୟରୁ ଜଣେ ମହାକାଳପଡ଼ା ବ୍ଲକର ହୋଇଥିବା ବେଳେ ଆଉଜଣେ ମାର୍ଶାଘାଇ ବ୍ଳକର…

ଆଜି ସମ୍ବଲପୁରରୁ ନାମାଙ୍କନ ଭରିବେ ଧର୍ମେନ୍ଦ୍ର

ଆଜି ସମ୍ୱଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ପ୍ରଥମେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରି ସେଠାରୁ ଏକ ବିରାଟ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ…

ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ନବୀନ

ହିଞ୍ଜିଳି ପରେ ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ବିଶାଳ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିବେ ବୋଲି ଜଣା ପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ସହ ଟିଟିଲାଗଡ଼ ଆସନରୁ ନାମାଙ୍କନ…

ନବୀନ ଇଞ୍ଜିନ ହେଉଛି ସ୍ଵଚ୍ଛତାର ଇଞ୍ଜିନ: ପାଣ୍ଡିଆନ

ଛତ୍ରପୁର; ଆଜି ବିରୋଧୀଙ୍କୁ ଶାଣିତ ଆକ୍ରମଣ କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ । ଆଜି ଛତ୍ରପୁରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର୍ କରି ବିପୁଳ ଭୋଟରେ ଜିତାଇବାକୁ ଅନୁରୋଧ କରିଛନ୍ତି। ବ୍ରହ୍ମପୁର ସାଂସଦ…

ତାଳଚେର ସବୁଠୁ ଉତ୍ତପ୍ତ ସହର, କାଳବୈଶାଖୀ ଦେଲା ଆଶ୍ୱସ୍ତି

ରାଜ୍ୟରେ ବଢ଼ିବାରେ ଲାଗିଛି ତାପମାତ୍ରା, ଆଜି ୪୫° ସହ ତାଳଚେର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଥିଲା। ୨୮ ସହରରେ ତାପମାତ୍ରା ୪୦° କିମ୍ବା ଅଧିକ ରେକର୍ଡ କରାଯାଇଛି । ଏହାସହ ୧୫ ସହରରେ ଦିନ ତାପମାତ୍ରା ୪୩° ଓ ତାଠୁ…