ପୁରୀରେ ବିଜେପି ରାଜ୍ୟ ପଦାଧିକାରୀ ବୈଠକ ହୋଇଯାଇଥିବା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହେବ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ବୈଠକ ଉଦଘାଟନ କରିବେ । ଏଥିପାଇଁ ଭୁବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଭବ୍ୟ ସ୍ବାଗତ କରାଯାଇଛି।

Leave a Reply

Your email address will not be published. Required fields are marked *