ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଅପରାହ୍ନ ୩ଟାରେ ନଡ୍ଡା ଭୁବନେଶ୍ୱରରେ ପହଞ୍ଚିବେ ବୋଲି ରାଜ୍ୟ ବିଜେପି ପକ୍ଷରୁ ସୂଚନା ମିଳିଛି। ଭୁବନେଶ୍ବରରେ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। କେଉଁ ପ୍ରସଙ୍ଗ ନେଇ ବିଜେପି ଲୋକଙ୍କ ପାଖକୁ ଯିବ ସେ ନେଇ ବାର୍ତ୍ତା ଦେବେ ନଡ୍ଡା। ଏହାସହ ରାଜ୍ୟ ପିଜେପିର ସଂକଳ୍ପ ପତ୍ର ବା ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବାର କାର୍ଯକ୍ରମ ରହିଛି। ତେବେ ଆଜି ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିବେ।

By Nirvay

Leave a Reply

Your email address will not be published. Required fields are marked *