Justice Harish Tandon new Chief Justice of Orissa High Court
ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ ।
 
ଜଷ୍ଟିସ୍ ଟଣ୍ଡନଙ୍କ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ କରାଯାଇଛି । ଜଷ୍ଟିସ ହରିଶ ଟଣ୍ଡନ ଏବେ କୋଲକାତା ହାଇକୋର୍ଟର ବିଚାରପତି ଅଛନ୍ତି ।
 
ଜାନୁଆରୀ ୧୯ ତାରିଖରେ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ଏହି ପଦବୀ ଖାଲି ପଡିଛି ।

By Nirvay

Leave a Reply

Your email address will not be published. Required fields are marked *