ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଆର୍‌ଆଇ । ୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ କୁଆଁରମୁଣ୍ଡା କୋଲସିହିରିଆ ଆର୍‌ଆଇ ଅନୀତା ଜେନା । ଜଣେ ଆବେଦନକାରୀଙ୍କ ପୈତୃକ ଜମିର ଡିମାର୍କେସନ୍ ରିପୋର୍ଟ ପ୍ରଦାନ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଆର୍‌ଆଇ।

Leave a Reply

Your email address will not be published. Required fields are marked *