Kanas diarrhoea death toll rises to 4

ବିଷ ପାଲଟିଛି ପୁରୀ ଜିଲ୍ଲା, କଣାସ ଅଞ୍ଚଳର ଦୟାନଦୀ ଜଳ ।

ଝାଡାବାନ୍ତି ବ୍ୟାପି କଣାସ ଅଞ୍ଚଳର ୬ ପଞ୍ଚାୟତରେ ବ୍ୟାପିଛି ଝାଡ଼ାବାନ୍ତି । ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆକ୍ରାନ୍ତ ହୋଇ ବିଭିନ୍ନ ମେଡ଼ିକାଲରେ ଚିକିତ୍ସା ହେଉଛନ୍ତି ।

ବିଶୁଦ୍ଧ ପାନୀୟ ଜଳ ଅଭାବ ଓ ଦୂଷିତ ପାଣି ବ୍ୟବହାର ଯୋଗୁଁ ଲୋକମାନେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା କହିଛନ୍ତି ପୁରୀ ସିଡିଏମଓ ।

By Nirvay

Leave a Reply

Your email address will not be published. Required fields are marked *