ନବନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୃତ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ପରିବାରକୁ ଭେଟିଛନ୍ତି। ସିବିଆଇ ତଦନ୍ତ ପାଇଁ ବାରମ୍ବାର ଦାବି ସତ୍ତ୍ୱେ ଆମକୁ ଏପର୍ଯ୍ୟନ୍ତ ନ୍ୟାୟ ମିଳିନାହିଁ। ଜେଲରେ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ପରେ ତଦନ୍ତରେ କୌଣସି ଅଗ୍ରଗତି ହୋଇନଥିବା ମୃତକଙ୍କ ବାପା ଅଭିଯୋଗ କରିଛନ୍ତି। ବିଧାୟକ ଶ୍ରୀ ବାଗ କହିଛନ୍ତି, ଏହି ମାମଲାର ସିବିଆଇ ତଦନ୍ତ ପାଇଁ ଓଡ଼ିଶା ସରକାରଙ୍କୁ ପ୍ରସ୍ତାବ ଦିଆଯିବ।

Leave a Reply

Your email address will not be published. Required fields are marked *