Keonjhar SDJM Court rejects-raja-chakra-bail-plea
ସରୁନି ରାଜା ଚକ୍ରଙ୍କ ଅଡୁଆ । କେନ୍ଦୁଝର SDJM କୋର୍ଟ ଆଜି ବିଜେଡି ନେତା ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ।
 
ସଦର ଥାନାରେ ରୁଜୁ ଏକ ମାମଲାରେ ଜାମିନ୍ ଖାରଜ ହୋଇଛି । ଜାମିନ୍ ଖାରଜ ପରେ ରାଜା ପୁଣି ଜେଲ୍‌ ଫେରିଛି ।
 
ପୂର୍ବରୁ ରାଜାଙ୍କୁ ମିଳୁଥିବା ଅନ୍ତରୀଣ ସୁରକ୍ଷାକୁ ଓଡିଶା ହାଇକୋର୍ଟ ଉଠାଇ ଦେଇଥିବା ବେଳେ ଗନ୍ଧମାର୍ଦ୍ଦନ ଲୋଡିଂ ମାମଲାରେ ରାଜା ଚକ୍ରର ଜାମିନ ଆବେଦନକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଥିଲେ ।
 

By Nirvay

Leave a Reply

Your email address will not be published. Required fields are marked *