ଅଦିନିଆ ରଥଯାତ୍ରାକୁ ନେଇ ରାଜ୍ୟ ଅତିଥି ଭବନରେ ଗୁରୁବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଭାରତ ଭିତରେ ଯେପରି ପାଳନ ହେଉଛି, ବିଦେଶରେ ବି ସେପରି ତିଥି ଅନୁସାରେ ରଥଯାତ୍ରା ପାଳନ କରିବା ପାଇଁ ଇସ୍କନକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଛି । Post navigation ଏପ୍ରିଲ ୧ ରୁ ଭୁବନେଶ୍ୱର – ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା; ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି