ଖୋର୍ଦ୍ଧା ଜିଲ୍ଲା ମୁକୁନ୍ଦପ୍ରସାଦରେ ପୂର୍ବ ଶତ୍ରୁତାକୁ ନେଇ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଶାନ୍ତି ଫେରାଇ ଆଣିବାକୁ ଭିଡିଓ ବାର୍ତ୍ତା ମାଧ୍ୟମରେ ଖୋର୍ଦ୍ଧା ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠୀ ଲୋକଙ୍କୁ ନିବେଦନ କରିଛନ୍ତି। ସାମାଜିକ ଗଣମାଧ୍ୟମରେ କୌଣସି ଆପତ୍ତିଜନକ ପୋଷ୍ଟ ନକରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଗତକାଲି ଡିଜିପି ସ୍ଥିତି ସମୀକ୍ଷା କରି ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ନିବେଦନ କରିବା ସହ ଆଇନ ହାତକୁ ନନେବାକୁ କହିଥିଲେ। Post navigation ହାତୀ ‘ରାମୁ’ର ମୃତ୍ୟୁ ଘଟଣା; କାମର ହିସାବ ମାଗିଲେ ପିସିସିଏଫ୍ ମଦମୃତ୍ୟୁ ପରେ ଅବକାରୀ ବିଭାଗର ଚଢ଼ଉ ଜାରି