କିସ୍‌ ଜମି ମାମଲାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ। ସେ କହିଛନ୍ତି ଆମେ ଆଦିବାସୀ ମନ୍ତ୍ରାଳୟର ଚିଠି ପାଇଛୁ। ତା’ ଉପରେ ଅନୁଧ୍ୟାନ କରାଯାଉଛି। ଆଗରୁ କଣ ହୋଇଥିଲା ସେ ବିଷୟରେ ଆମେ ଜାଣିନୁ। ଏବେ କେସ୍ ରେକର୍ଡ ଷ୍ଟଡି କରାଯାଉଛି। ସେହି ସ୍ଥାନରେ କ’ଣ ହୋଇଛି ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ ବୋଲି କହିଲେ ଜିଲ୍ଲାପାଳ।

Leave a Reply

Your email address will not be published. Required fields are marked *