ସାମ୍ନାକୁ ଆସିଛି ଭୟଙ୍କର ସଡ଼କ ଦୁର୍ଘଟଣା ଘଟଣା। କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକ ରେ ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି। ଦୁର୍ଘଟଣାରେ ୧୨ ଆହତ ଏବଂ ୨ ଜଣଙ୍କ ମୃତ୍ୟୁ ଘଟିଛି।କୁନ୍ଦୁରା ଥାନା ଖଟଲାପଦର ବ୍ରିଜରୁ ଖସିଥିଲା। ୧୨ ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *