କଂଗ୍ରେସ ସଭାପତି ନିମ୍ନଲିଖିତ ଦଳୀୟ କର୍ମକର୍ତ୍ତାମାନଙ୍କୁ ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ସମ୍ପାଦକ ଓ ଯୁଗ୍ମ ସମ୍ପାଦକ ଭାବରେ ନିଯୁକ୍ତ କରିଛନ୍ତି। ଏହି କ୍ରମରେ କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କୁ ସମ୍ପାଦକ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ସେ ଝାଡ଼ଖଣ୍ଡର ଦାୟିତ୍ୱ ନେବେ। ନୂଆ ନିଯୁକ୍ତି ମିଳିଥିବାରୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।

Leave a Reply

Your email address will not be published. Required fields are marked *