ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଆଜି ଆରମ୍ଭ ହୋଇଛି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହେଇଛି । ବୈଠକରେ ଭର୍ଚ୍ଚୁଆଲରେ ମାଧ୍ୟମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ଚାଲିଥିବା ସୂଚନା ମିଳିଛି। ଅନ୍ୟପଟେ ଜୁନ ୪ ଅର୍ଥାତ୍ ମଙ୍ଗଳବାର ଲୋକ ସଭା ଓ ବିଧାନସଭା ୨୦୨୪ର ରେଜଲ୍ଟ ଆସିବାକୁ ଯାଉଛି। ତେବେ ଏହା ଭୋଟ ଗଣତି ପୂର୍ବରୁ ଶେଷ ବୈଠକ ବୋଲି ଜଣାପଡିଛି। Post navigation ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରେସ୍ କନଫରେନ୍ସ ଡାକିଲେ ନିର୍ବାଚନ ଆୟୋଗ ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଡିସ୍ଚାର୍ଜ ହେଲେ ଆଉ ଦୁଇ ଆହତ