ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଆଜି ଆରମ୍ଭ ହୋଇଛି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହେଇଛି । ବୈଠକରେ ଭର୍ଚ୍ଚୁଆଲରେ ମାଧ୍ୟମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ଚାଲିଥିବା ସୂଚନା ମିଳିଛି।

ଅନ୍ୟପଟେ ଜୁନ ୪ ଅର୍ଥାତ୍‌ ମଙ୍ଗଳବାର ଲୋକ ସଭା ଓ ବିଧାନସଭା ୨୦୨୪ର ରେଜଲ୍ଟ ଆସିବାକୁ ଯାଉଛି। ତେବେ ଏହା ଭୋଟ ଗଣତି ପୂର୍ବରୁ ଶେଷ ବୈଠକ ବୋଲି ଜଣାପଡିଛି।

Leave a Reply

Your email address will not be published. Required fields are marked *